ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଦ୍ରୁତ ଗତିରେ ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଆକଳନ କରିଥିଲେ ତାହା ସତ ହୋଇଛି। ଜୁନ୍ ୪ରେ ଫଳ ପ୍ରକାଶ ପାଇବା ପରେ ସେନ୍ସେକ୍ସରେ ୫୦୦୦ ପଏଣ୍ଟରୁ ଅଧିକ ବୃଦ୍ଧି ହୋଇଛି। ତାହାର ପ୍ରଭାବରେ ନିବେଶକମାନଙ୍କୁ ୪୨.୪ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜି ପରିମାଣ ୪୩୭.୨୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Next Post