ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।ଏଥର ଲଢେଇ ଆର ପାର ହେବ, ବିରୋଧୀ ଦଳ ଭୂମିକାରେ ବସିବ ବିଜେଡି। ଆବଶ୍ୟକ ପଡିଲେ ଗୃହ ମଧ୍ୟଭାଗକୁ ଓହ୍ଲାଇବ ଦଳ। ଏଥିସହିତ ଓଡିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା, ଜାତୀୟ ରାଜପଥ, ଗ୍ରାମାଞ୍ଚଳରେ ପକ୍କା ଘର, ରେଲୱ ଓ ଯୋଗାଯୋଗ ପ୍ରସଙ୍ଗ ଉଠାଇବ ବିଜେଡି। ସଭାପତିଙ୍କ ସହିତ ବୈଠକ ପରେ ଖବରଦାତାଙ୍କ ସହିତ ଆଲୋଚନା କରି ବିଜେଡି ଏମପି ଶସ୍ମିତ ପାତ୍ର, ସୁଲତା ଦେଓ ଏବଂ ମୁନ୍ନା ଖାଁ କହିଛନ୍ତି।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ