ସିଏଚଏସଇ) ଓଡ଼ିଶା ଓ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ)ରେ ଜୁନିୟର ଆସିଷ୍ଟାଣ୍ଟ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଗତ ୧୯ ତାରିଖରେ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହା ମଧ୍ୟରେ ଏହି ପଦ ପାଇଁ କମ୍ପ୍ୟୁଟର ଦକ୍ଷତା ଟେଷ୍ଟର ଶିଡ୍ୟୁଲ ଜାରି କରାଯାଇଛି । ଆସନ୍ତା ୨୮ ତାରିଖରେ ଏହି ଟେଷ୍ଟ ହେବା ନେଇ ରାଜ୍ୟ ଚୟନ ବୋର୍ଡ (ଏସଏସବି) ଓଡ଼ିଶା ପକ୍ଷରୁ ସୂଚନା ଜାରି କରାଯାଇଛି ।ପ୍ରାର୍ଥୀମାନେ ନିଜ ନିଜର ଆଡମିଟ୍ କାର୍ଡ ଧରି ଭୁବନେଶ୍ୱର ସ୍ଥିତ ରିଜିଓନାଲ କଲେଜ ଅଫ୍ ମ୍ୟାନେଜମେଣ୍ଟ, ଚନ୍ଦ୍ରଶେଖରପୁରରେ ଉପସ୍ଥିତ ହେବେ । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରଥମ ଶିଟିଂ ଓ ମଧ୍ୟାହ୍ନ ୧୨.୩୦ରୁ ୧.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ଶିଟିଂ ଟେଷ୍ଟ ହେବ । ପ୍ରାର୍ଥୀଙ୍କର ରୋଲ ନମ୍ବରର ଏକ ଲିଷ୍ଟ ୱେବସାଇଟରେ ଜାରି କରାଯାଇଛି । ପ୍ରିଲିମିନାରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ ଏସଏସବିର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post