ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ