ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରର ବିଭିନ୍ନ ହରମୋନ୍ସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍ ପାଣିରେ କିଛି ମିଶ୍ରି ଖଣ୍ଡ ପକାଇ ଏହାକୁ ସକାଳୁ ପିଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ ସନ୍ତାନ ହୀନତା ଓ କାଶରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ମିଶ୍ରି ପାଣି ମସ୍ତିଷ୍କର ସ୍ମୃତି ଶକ୍ତି ବୃଦ୍ଧି କରେ। ମିଶ୍ରି ପାଣି ପିଇଲେ ଶରୀରରେ ଶର୍କରାର ଅଭାବ ପୂରଣ ହେବା ସହିତ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଏ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post