ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍ । ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ପ୍ଲାନର ହେବ ଶୁଳ୍କ ବୃଦ୍ଧି । ଦେଶର ବୃହତ୍ତମ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ୍ ଆଜିଠୁ ମୋବାଇଲ୍ ଶୁଳ୍କ ବୃଦ୍ଧି କରିବା ନେଇ ଘୋଷଣା କରିଛି । ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା ପାଇଁ ୧୫୫ ଟଙ୍କା ଦେବାକୁ ପଡୁଥିଲା, ବର୍ତ୍ତମାନ ୧୮୯ ଟଙ୍କା ଦେବାକୁ ପଡିବ ଏବଂ ଏହି ଯୋଜନାରେ ୨ ଜିବି ଡାଟା ଉପଲବ୍ଧ ହେବ । ୨୮ ଦିନର ବୈଧତା ସହିତ ୨୦୯ ଟଙ୍କା ଯୋଜନା ପାଇଁ, ୨୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ୧ ଜିଡି ଡାଟା ରହିବ । ୩୯୯ ଟଙ୍କା ପ୍ଲାନ ପାଇଁ, ୪୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ଆପଣ ୩ ଜିବି ଡାଟା ରହି । ଅନ୍ୟପଟେ ୨ ଜିବି କିମ୍ୱା ତାଠାରୁ ଅଧିକ ଡାଟା ଥିବା ପ୍ଲାନରେ ଅସୀମିତ ଫାଇଭ-ଜି ଡାଟା ହେବ ଉପଲବ୍ଧ ହେବ । ରିଲାଏନ୍ସ ଜିଓ ପ୍ଲାନର ଶୁଳ୍କ ବୃଦ୍ଧି ଉପରେ ସାରା ଦେଶର ଉପଭୋକ୍ତାଙ୍କ ନଜର ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post