ଗଲା କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ଲାଗି ରହିଥିଲା ବେଳେ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିଛି। ନିଫ୍ଟି ୫୦ ମଧ୍ୟ ଐତିହାସିକ ୨୪,୦୦୦ ପଏଣ୍ଟ ଅତିକ୍ରମ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ ସେବି;କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।ନୂତନ ସିକ୍ୟୁରିଟି ଏପିଲେଟ ଟ୍ରବ୍ୟୁନାଲ(ଏସଏଟି) ପରିସରକୁ ଉଦ୍ଘାଟନ କରି, ପ୍ରଧାନ ବିଚାରପତି ଅଧିକ ପରିମାଣର କାରବାର ଏବଂ ନୂତନ ନିୟମାବଳୀ ହେତୁ ଅଧିକ କାର୍ଯ୍ୟଭାରକୁ ଦୃଷ୍ଟିରେ ରଖି ଏସଏଟି ର ନୂତନ ବେଞ୍ଚ ଖୋଲିବାକୁ ଅଧିକାରୀଙ୍କ ଉପରେ ବିଚାର କରିଥିଲେ।ବମ୍ବେ ଷ୍ଟକ୍ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିବାକୁ ଖବରକୁ ଉଲ୍ଲେଖ କରି ସେ କହିଛନ୍ତି, ଯେଉଁଠାରେ ଭାରତ ଏକ “ଷ୍ଟ୍ରାଟୋସଫେରିକ୍ ଡୋମେନ୍” ପ୍ରବେଶ କରୁଛି, ଏପରି ସ୍ଥଳେ ନିୟାମକ କର୍ତ୍ତୃପକ୍ଷଙ୍କ ଆବଶ୍ୟକ ସତର୍କତା ଉପରେ ଗୁରୁତ୍ୱାରୋପ କରିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post