କେନ୍ଦ୍ରରେ ମୋଦୀ ସରକାର ପୁଣିଥରେ କ୍ଷମତାକୁ ଆସିବା ପରେ, ଏବେ ଆସିବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ । ଆସନ୍ତା ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ । ଏହିଦିନ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମିଳିଥିବା ସୂଚନା ମୁତାବକ, ୧୮ ତମ ଲୋକସଭାର ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେଇ ଅଗଷ୍ଟ ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ । ଏନେଇ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ଟୁଇଟ୍ କରି ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, କେନ୍ଦ୍ରରେ ପୁଣିଥରେ କ୍ଷମତାକୁ ଆସିଛି ମୋଦୀ ସରକାର । ଆଉ ୩ୟ ଥର ପାଇଁ କ୍ଷମତାକୁ ଆସିବା ପରେ ଏହା ହେବ ମୋଦୀ ସରକାରର ପ୍ରଥମ ବଜେଟ୍ । ତେଣୁ ଏଥର ବଜେଟରେ କେଉଁ ବିଭାଗକୁ କେତେ ଟଙ୍କା ଘୋଷଣା ହେଉଛି, ତା ଉପରେ ରହିଛି ସମସ୍ତଙ୍କର ନଜର…
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post