ଜାପାନର ପଶ୍ଚିମ ଓଗାସାୱାରା ଦ୍ୱୀପପୁଞ୍ଜରେ ୬.୩ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି । ସ୍ଥାନୀୟ ପାଣିପାଗ ଏଜେନ୍ସି ଏହି ସୂଚନା ଦେଇଛି । ଜାପାନ ମେଟେରୋଲୋଜିକାଲ ଏଜେନ୍ସି (ଜେଏମଏ) ର ସୂତ୍ରରୁ ପ୍ରକାଶ କି, ଏହି ଭୂକମ୍ପ ସ୍ଥାନୀୟ ସମୟ ପୂର୍ବାହ୍ନ ୫ ଟା ସମୟରେ ଓଗାସାୱାରା ଗ୍ରାମରେ ଘଟିଛି ଓ ଜାପାନର ଭୂକମ୍ପ ପ୍ରବଣତା ସ୍କେଲ ୭ ଅନୁସାରେ ୩ ମପାଯାଇଛି ।ଏହି ଭୂକମ୍ପର କେନ୍ଦ୍ର ପଶ୍ଚିମ ଓଗାସାୱାରା ଦ୍ୱୀପପୁଞ୍ଜଠାରୁ ୫୩୦ କିଲୋମିଟର ଗଭୀରତାରେ ୨୭.୧ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୧୩୯.୦ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Next Post