ଆସନ୍ତା ୧୫ ତାରିଖ (ସୋମବାର) ଦିନ ସିପିଇଟି-୨୦୨୪ ଅନୁଷ୍ଠିତ ହେବ । ଏହି ପରୀକ୍ଷାର ବିଷୟ ଓ ଶିଟିଂରେ କୌଣସି ପରିବର୍ତ୍ତନ ହେବ ନାହିଁ । ଜୁଲାଇ ୮ ତାରିଖ ଦିନକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ରଥଯାତ୍ରା ପାଇଁ ଜୁଲାଇ ୭ ଓ ୮ ଦୁଇଦିନ ଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେଣୁ ଛୁଟିକୁ ଦୃଷ୍ଟିରେ ରଖି ସିପିଇଟି-୨୦୨୪ ଶିଟ୍ୟୁଲ ପରିବର୍ତ୍ତନ କରିବା ନିଷ୍ପତ୍ତି ନିଆଯାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post