ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛି କମିଟି । ତେବେ ସରକାର ଅନୁମତି ଦେଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର କମିଟି ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରାରେ ବେଳେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏ ନେଇ ବଡ ନିଷ୍ପତ୍ତି ସାମ୍ନାକୁ ଆସିଛି । ମଙ୍ଗଳବାର ବସିଥିବା ହାଇଲେବଲ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏ ନେଇ କମିଟି ପକ୍ଷରୁ ବଡ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post