ଲାଭା ବ୍ଲେଜ୍ ଏକ୍ସ’ର ସର୍ବଭାରତୀୟ ଉନ୍ମୋଚନ (ଲଞ୍ଚିଂ) ନିକଟରେ ହୋଇଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ମଡେଲ ସ୍ମାର୍ଟଫୋନ ସେଗ୍ମେଣ୍ଟ୍ର ପ୍ରଥମ କର୍ଭଡ ଆମୋଲେଡ୍ ଡିସ୍ପ୍ଲେ ସହ ଆସୁଛି। ବିଶେଷକରି ଏହା ଦୁଇଟି ଆକର୍ଷଣୀୟ ରଙ୍ଗ ଷ୍ଟାରଲାଇଟ୍ ପର୍ପଲ ଓ ଟାଇଟାନିୟମ ଗ୍ରେ’ କଲରରେ ଉପଲବ୍ଧ ହେବ।ଏ ସମ୍ପର୍କରେ ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ର ପ୍ରଡକ୍ଟ ହେଡ୍ ସୁମିତ ସିଂହ କହିଛନ୍ତି, ଲାଭା ବ୍ଲେଜ୍ ଆମର ଅନ୍ୟତମ ସଫଳ ସିରିଜ ହୋଇଥିଲାବେଳେ ଏହାକୁ ଗୁଣାତ୍ମକ ଓ ଶକ୍ତିଶାଳୀ ସ୍ମାର୍ଟଫୋନ୍ଗୁଡିକ ସହ ପ୍ରସ୍ତୁତ କରାଯାଇଛି। ନୂଆ ବ୍ଲେଜ୍ ଏକ୍ସକୁ ୩ଟି ପ୍ରମୁଖ ପରିମାପରେ ବିକଶିତ ହୋଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁଲାଇ ୨୦ରୁ ଏହି ମଡେଲ ଲାଭା ଇ-ଷ୍ଟୋର ଓ ଆମାଜନ ପ୍ଲାଟ୍ଫର୍ମରେ ଉପଲବ୍ଧ ହେବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post