ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଦିନତମାମ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post