ଓମାନ ମଝି ସମୁଦ୍ରରେ ବୁଡିଗଲା ତେଲ ଟ୍ୟାଙ୍କର । ଫଳରେ ୧୩ଜଣ ଭାରତୀୟ ସମେତ ମୋଟ ୧୬ଜଣ କ୍ରୁ ସଦସ୍ୟ ନିଖୋଜ ଅଛନ୍ତି । ସୋମବାର ଦିନ ଓମାନ ସମୁଦ୍ରରେ ଘଟିଥିଲା ଏହି ଅଘଟଣ । ଓମାନ ସାମୁଦ୍ରିକ ସୁରକ୍ଷାବାହିନୀ ପକ୍ଷରୁ କୁହାଯାଇଛି ଯେ ଜାହାଜଟି କେମୋରୋସ୍ ପତାକା ଲଗା ହୋଇଥିବା ଏକ ତେଲ ଟ୍ୟାଙ୍କର ଅଟେ । ନିଖୋଜ କ୍ରୁ ସଦସ୍ୟମାନଙ୍କୁ ଉଦ୍ଧାର କରିବାକୁ ସର୍ଚ୍ଚ ଅପେରସନ ଜାରି ରହିଥିବା କୁହାଯାଇଛି । ଏହି ତେଲ ଟ୍ୟାଙ୍କର ନାମ ପ୍ରେଷ୍ଟିଜ୍ ଫାଲକନ୍ । ଜାହାଜରେ ମୋଟ ୧୬ଜଣ କ୍ରୁ ସଦସ୍ୟ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩ଜଣ ଭାରତୀୟ ଓ ତିନି ଜଣ ଶ୍ରୀଲଙ୍କାର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଜାହାଜଟି ପାଣିରେ ବୁଡିଯିବା ପରେ ଓଲଟି ପଡିଥିଲା ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post