ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ କରୁଥିଲେ। ପ୍ରତିବର୍ଷ ଖେଳରେ ଭଲ ପ୍ରଦର୍ଶନ କରୁଥିବା କ୍ରୀଡ଼ାବିତଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନୀତ କରୁଥିଲେ। ଏବେ ରାଜ୍ୟରେ ସରକାର ବଦଳିବା ପରେ ଏହି ସମ୍ମାନର ନାଁ ବଦଳାଇ ଦେଇଛନ୍ତି କ୍ଷମତାରେ ଥିବା ବିଜେପି ସରକାର।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post