ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୩୯ (୭୩୮.୮୧) ପଏଣ୍ଟ କମି ୮୦,୬୦୫ (୮୦,୬୦୪.୬୫) ଅଙ୍କରେ କାରବାର ବନ୍ଦ କରିଥିଲା।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Prev Post
Next Post