ସପ୍ତାହର ପ୍ରଥମ ବାଣିଜ୍ୟ ଦିନ ଏବଂ ମୌସୁମୀ ଅଧିବେଶନ ଆରମ୍ଭ, ସେପଟେ କେନ୍ଦ୍ର ବଜେଟ ମଧ୍ୟ ଆସିବାକୁ ଯାଉଛି। ଏହି ଅବସରରେ ବ୍ୟାଙ୍କ ନିଫ୍ଟି ସମେତ ଆଇଟି ଏବଂ ଅଟୋ ଷ୍ଟକ୍ରେ ହ୍ରାସ ପାଇଛି।ସଂସଦରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅପରାହ୍ନ ୧ ଟାରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ। ଏହାପରେ ରାଜ୍ୟସଭାରେ ସର୍ଭେ ରିପୋର୍ଟ ଉପସ୍ଥାପନ କରିବାର ସମୟ ଅପରାହ୍ନ ୨ ଟାରେ ରଖାଯାଇଛି।ବିଏସଇ’ର ସୁଚକାଙ୍କ ୧୯୫.୭୫ ପଏଣ୍ଟ କିମ୍ବା ୦.୨୪ ପ୍ରତିଶତ ହ୍ରାସ ସହିତ ୮୦,୪୦୮ ରେ ଖୋଲିଥିବା ବେଳେ ଏନଏସଇ’ର ନିଫ୍ଟି ୨୪,୪୪୫ ରେ ୮୫.୧୫ ପଏଣ୍ଟ କିମ୍ବା ୦.୩୫ ପ୍ରତିଶତ ହ୍ରାସ ସହିତ ଖୋଲିଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି