ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଛି ଏକ ବଡ଼ ଦାୟିତ୍ୱ । ଏସିଆ ପାସିଫିକ୍ ଗ୍ରୁପର ଉପ-ସଭାପତି ଭାବରେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ୱାରା ଅପରାଜିତାଙ୍କ ନାଁରେ ମୋହର ବାଜିଥିବା କୁହାଯାଇଛି । ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ଏ ନେଇ ସଳୂଚପା ପାଇଥିବା କହିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଗତ ମାର୍ଚ୍ଚ ମାସରେ ଜେନିଭାରେ ଆଇପିୟୁ ଆସେମ୍ବଲିରେ ଭାଗ ନେଇଥିଲେ ସାଂସଦ ଅପରାଜିତା । ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ ଆଇପିୟୁ- ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିୟନ୍ ଗଠିତ ହୋଇଛି ।
Trending
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
Prev Post
Next Post