ଆସନ୍ତା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡିଛି ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି