ନାଇଜର ଭୁବନେଶ୍ୱର ତରଫରୁ ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପ୍ଟେମ୍ବର ୧୦ ତାରିଖ ପୂର୍ବରୁ ପ୍ରାର୍ଥୀମାନେ ଏଥିପାଇଁ ଆବେଦନ କରିପାରିବେ । ଆସିଷ୍ଟାଷ୍ଟ ପ୍ରଫେସର, ରିଡର ଏଫ ଓ ଆସୋସିଏଟ ପ୍ରଫେସର ପଦ ପୂରଣ ହେବ । ସମସ୍ତ ପଦ ପାଇଁ ବେତନ ହାର ଅଲଗା ଅଲଗା ରହିଛି । ପ୍ରାର୍ଥୀଙ୍କୁ ଅନଲାଇନରେ ଆବେଦନ କରିବାକୁ ପଡ଼ିବ ।ଆସିଷ୍ଟାଣ୍ଟ ପ୍ରଫେସର ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୩ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ରିଡର ଏଫ ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୫ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ସେହିପରି ଆସୋସିଏଟ ପ୍ରଫେସର ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୮ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ସମସ୍ତ ପଦ ପାଇଁ ଅନଲାଇନ୍ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ । ଅନ୍ୟ କୌଣସି ମୋଡ଼ରେ ଆବେଦନକୁ ଗ୍ରହଣ କରାଯିବ ନାହିଁ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post