ଆଳୁ ସଙ୍କଟ ଭିତରେ ପରିବା ଦର ମଧ୍ୟ ବଢିଥିବା ଦେଖିବାକୁ ମିଳିଛି। ରାଜଧାନୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଅଧିକାଂଶ ପରିବା ଦର ୫୦ଟଙ୍କା ଉପରେ ରହିଛି। ଆଳୁ ଦର ଏବେ ରାଜଧାନୀରେ କିଲୋ ପ୍ରତି ୪୦ ଟଙ୍କା ଥିବା ବେଳେ , ପୋଟଳ ୪୦ଟଙ୍କା, ଭେଣ୍ଡି ୫୦ଟଙ୍କା , ଟମାଟୋ ୫୦ଟଙ୍କା, ପିଆଜ ୪୦ଟଙ୍କା, କାଙ୍କଡ଼ ୫୦, ଛୁଇଁ ୮୦ ଟଙ୍କା, ବିନ୍ସ ୧୦୦ ଟଙ୍କା ରହିଛି।କଟକରେ ଆଳୁ ଦର ୪୫ଟଙ୍କା , ଟମାଟୋ ୬୦, ବାଈଗଣ ୩୦, ପିଆଜ ୩୫, ଝୁଡଙ୍ଗ ୩୦, ବିନ୍ସ ୪୦ ଟଙ୍କାରେ ବିକ୍ରି ହେଉଛି। ବର୍ଷା ଋତୁରେ ସାଧାରଣତଃ ପରିବା ଦର କମ ରହିଥାଏ। କିନ୍ତୁ ଅଧିକାଂଶ ପରିବାର ବାହାର ରାଜ୍ୟରୁ ଆମଦାନୀ ହେଉଥିବାରୁ ପରିବା ଦର ଅଧିକ ରହୁଥିବା କୁହାଯାଉଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି