ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post