ରାଜଧାନୀରେ ବର୍ଷାଦିନ କାରଣରୁ ମଶାମାନଙ୍କର ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି । ଏଥିଲାଗି ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୦୦ ଟପିଛି । ଜୁଲାଇ ମାସ ୨୬ ତାରିଖ ସୁଦ୍ଧା ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୧୧୫ ଥିଲାବେଳେ ଚଳିତ ମାସ ୨୭ ତାରିଖ ସୁଦ୍ଧା ୨୧୧ରେ ପହଞ୍ଚିଛି । ତେବେ ଏଥିରୁ ସ୍ପଷ୍ଟ ଯେ ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ଉପରମୁହାଁ ହୋଇଛି । ଏବେ ଏହା ରାଜଧାନୀବାସୀଙ୍କ ଚିନ୍ତାର କାରଣ ପାଲଟିଛି ।
Trending
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
Prev Post
Next Post