କେରଳର ପ୍ରବଳ ବର୍ଷା ପରେ ୱାୟନାଡରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନ ହେତୁ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ପଡଇଥିବା ଅନୁମାନ କରାଯାଉଛି,ଉଦ୍ଧାର କାର୍ଯ୍ୟଜାରି ରହିଛିି। କୁହାଯାଉଛି ଯେ ଭୂସ୍ଖଳନରେ ଦୁଇ ଜଣ ଶିଶୁଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଛି।ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (କେଏସଡିଏମଏ) କହିଛି ଯେ ପ୍ରଭାବିତ ଅଞ୍ଚଳରେ ଅଗ୍ନିଶମ ବାହିନୀ ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଦଳ ନିୟୋଜିତ ହୋଇଛନ୍ତି। NDRF ର ଏକ ଅତିରିକ୍ତ ଦଳ ୱାୟନାଡକୁ ଯାଉଛନ୍ତି । ଏହି ଅଞ୍ଚଳର ସିଏମଓ ଅନୁଯାୟୀ ସ୍ବାସ୍ଥ୍ୟ ବିଭାଗ – ଜାତୀୟ ସ୍ବାସ୍ଥ୍ୟ ମିଶନ ଏକ ନିୟନ୍ତ୍ରଣ କକ୍ଷ ଖୋଲି ଜରୁରୀକାଳୀନ ସହାୟତା ପାଇଁ 9656938689 ଏବଂ 8086010833 ହେଲ୍ପଲାଇନ ନମ୍ବର ଜାରି କରିଛି।
ଦୁଇଟି ହେଲିକପ୍ଟର MI-17 ଏବଂ ଗୋଟିଏ ALH ସକାଳ ୭ଟା ୩୦ରେ ସୁଲୁରରୁ ଛାଡିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post