୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନ (କାର୍ଯ୍ୟ ଦିବସ) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ର ସେନସେକ୍ସ ୨୩ (୨୩.୧୨) ପଏଣ୍ଟ ବଢି ୮୧,୩୫୬ (୮୧,୩୫୫.୮୪) ଅଙ୍କରେ କାରବାର ବନ୍ଦ କରିଥିଲା। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ ରେ ମଧ୍ୟ ୧ (୧.୨୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୩୬ (୨୪,୮୩୬.୧୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post