ରେଳ ନିଯୁକ୍ତି ବୋର୍ଡରେ ଚାକିରି କରିବା ସ୍ୱପ୍ନ ଅନେକ ଯୁବାପିଢିଙ୍କ ମଧ୍ୟରେ ଥାଏ। ଆପଣ ଯଦି ଏହି ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣଙ୍କୁ ଖୁସି କରିଦେବ। କାରଣ RRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ବିଷୟରେ ବିସ୍ତୃତ ଭାବେ ଜାଣିବା ପାଇଁ ପୂରା ଖବରକୁ ପଢନ୍ତୁ।ଜୁନିୟର୍ ଇଂଜିନିୟରିଂ ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। BSc କରିଥିବା ପିଲା ମଧ୍ୟ ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ପାଖାପାଖି ୮ହଜାର ପଦବୀ ପୂରଣ ହେବ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ