ଏସଏସସି ମଲ୍ଟିଟାସ୍କିଂ (ଏମଟିଏସ) ଓ ହାବିଲଦାର ନିଯୁକ୍ତି ୨୦୨୪କୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଏହି ନିଯୁକ୍ତିର ଅନଲାଇନ୍ ଆବେଦନର ଅନ୍ତିମ ତାରିଖ ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୩୧ ରହିଥିବା ବେଳେ ଏବେ ଉକ୍ତ ଅବଧିକୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପ୍ରାର୍ଥୀମାନେ ଅଗଷ୍ଟ ୪ ତାରିଖ ସୁଦ୍ଧା ସେମାନଙ୍କର ଅନଲାଇନ୍ ପେମେଣ୍ଟ କରିପାରିବେ । ସେହିପରି ପ୍ରାର୍ଥୀମାନେ ଅଗଷ୍ଟ ୧୬ରୁ ୧୭ ତାରିଖ ମଧ୍ୟରେ ସେମାନଙ୍କର ଆପ୍ଲିକେସନ ଫର୍ମକୁ ସଂଶୋଧନ କରିପାରିବେ । ଅନ୍ୟ ସମସ୍ତ ନିୟମ ଅପରିବର୍ତ୍ତି ରହିବ । ଏନେଇ ଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Prev Post
Next Post