4 ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ

ଚିତାଲାଗି ଅମାବାସ୍ୟା ପାଇଁ 4 ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ । ଅପରାହ୍ନ 2 ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ।  ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦେଇଛନ୍ତି ।