ଟ୍ରେଡରେ ସବୁଠୁ ଖରାପ ପ୍ରଦର୍ଶନ କରିଛି ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ-BSE। ମାର୍କେଟ ଖୋଲିବା ପରେ ଏବେ ସେନସେକ୍ସ ୨୬ ଶହ ଖସିଥିବା ବେଳେ ନିଫଟି ପ୍ରାୟ ୮୦୦ ପଏଣ୍ଟ ଖସିଛି। କୁହାଯାଉଛି ଏହା ସିଜନ୍ ର ସବୁଠୁ ଖରାପ ପ୍ରଦର୍ଶନ କରିଛି ଷ୍ଟକ୍ ଏକସଚେଞ୍ଜ। ଫଳରେ ଅନେକ ଗୁଡ଼ିଏ ଲାଭ ଦାୟକ କମ୍ପାନୀର ସେୟାରର ଦର ବି ଖସି ଯାଇଛି। ଭାରତୀୟ ସେୟାର ବଜାରରେ ପଡ଼ିଛି। ସୋମବାର ଭାରତୀୟ ଷ୍ଟକ୍ ମାର୍କେଟ ଖୋଲିବା ମାତ୍ରରେ ବଡ଼ ଝଟକା ଲାଗିଥିଲା । ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ୩୦ଟି ସେୟାର ଯୁକ୍ତ ସେନ୍ସେକ୍ସ ସେନ୍ସେକ୍ସ ୧୫୦୦ ପଏଣ୍ଟ ହ୍ରାସ ପାଇ ୮୦,୦୦୦ ତଳକୁ ଖସି ପଡିଛି। ସେହିପରି ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ମଧ୍ୟ ପ୍ରାୟ ୫୦୦ ପଏଣ୍ଟ ହ୍ରାସ ପାଇଛି।ସେନ୍ସେକ୍ସ ୧୬୨୭ ପଏଣ୍ଟ ସହ ୨.୦୧% ଖସି ୭୯ ହଜାର ୩୫୪ ଓ ନିଫ୍ଟି ୫୦୨ ଅଙ୍କ ସହ ୨.୦୩ % ଖସି ୨୪ ହଜାର ୨୧୫ରେ ପହଞ୍ଚିଛି। ଏହି ବିରାଟ ହ୍ରାସର କିଛି ମିନିଟ୍ ମଧ୍ୟରେ ଷ୍ଟକ୍ ମାର୍କେଟର ନିବେଶକମାନଙ୍କର ପ୍ରାୟ ୧୦ ଲକ୍ଷ କୋଟି ବୁଡି ଯାଇଛି। ଫଳରେ ଅନେକ ଗୁଡ଼ିଏ ଲାଭ ଦାୟକ କମ୍ପାନୀର ସେୟାର ଦର ବି ଖସି ଯାଇଛି।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post
Next Post