କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅନେକ ପଦ ପାଇଁ ବିଜ୍ଞାପନ ବାହାରିଛି । ଯୋଗ୍ୟ ପ୍ରାର୍ଥୀମାନେ ଶ୍ରୀ ସଦାଶିବ କମ୍ପ୍ୟାସ ପୁରୀ, ଓଡ଼ିଶାରେ ପୋଷ୍ଟିଂ ପାଇବେ । ଆସନ୍ତା ୧୨ ତାରିଖ ଦିନ ୧୧ଟା ସମୟରେ ସାକ୍ଷାତକାର ନିଆଯିବ । ରାଜନୀତି ବିଜ୍ଞାନ, ହିନ୍ଦି ଓ ଭୂଗୋଳ ବିଷୟରେ ଅତିଥି ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯିବ । ସମସ୍ତ ବିଷୟ ପାଇଁ ୧ଟି ଲେଖାଏଁ ପଦ ଖାଲି ରହିଛି । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମ ଅନୁସାରେ ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଧାର୍ଯ୍ୟ ହେବ । ଏ ବାବଦରେ ଅଧିକ ଜାଣିବା ପାଇଁ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ୍ https://www.csu-puri.edu.in/କୁ ପରିଦର୍ଶନ କରି ସବିଶେଷ ତଥ୍ୟ ପାଇ ପାରିବେ ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼