ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ ଉଦ୍ଭାବନର ବିଭିନ୍ନ କ୍ଷେତ୍ରରେ ବୈଜ୍ଞାନିକ ଏବଂ ଉଦ୍ଭାବକ ମାନଙ୍କୁ ବ୍ୟକ୍ତିଗତ, ଦଳଗତ ଉଲ୍ଲେଖନୀୟ ଏବଂ ପ୍ରେରଣାଦାୟକ ଅବଦାନକୁ ସ୍ୱୀକୃତି ପ୍ରଦାନ କରିବା।ଭାରତୀୟ ସମ୍ପ୍ରଦାୟ କିମ୍ବା ସମାଜପାଇଁ ବିଶେଷ ଅବଦାନ ଥିବା ଭାରତୀୟ ବଂଶୋଦ୍ଭବ ମାନେ ମଧ୍ୟ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ। ଏହି ପୁରସ୍କାର ୪ଟି ବର୍ଗରେ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଯଥା ବିଜ୍ଞାନ ରତ୍ନ, ବିଜ୍ଞାନ ଶ୍ରୀ, ବିଜ୍ଞାନ ଯୁବ ଶାନ୍ତି ସ୍ୱରୂପ ଭଟ୍ଟନାଗର ଏବଂ ବିଜ୍ଞାନ ଟିମ୍। ଯାହା ଚଳିତ ବର୍ଷଠାରୁ ପ୍ରତ୍ୟେକ ବର୍ଷ ପ୍ରଦାନ କରାଯିବ ଏହି ସମ୍ମାନଜନକ ‘ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର।
Trending
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ
Prev Post
Next Post