ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ), ଭୁବନେଶ୍ୱର ପକ୍ଷରୁ ନିକଟରେ କିଛି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ଆସିଛି ପୁଣି ଏକ ସୁଯୋଗ । ଜୁନିୟର ରେସିଡେଣ୍ଟସ (ନନ ଆକାଡେମିକ) ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ସାକ୍ଷାତକାର ଜରିଆରେ ଏହି ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ଅନଲାଇନ୍ (ଗୁଗଲ ଫର୍ମ) ଜରିଆରେ ପ୍ରାର୍ଥୀଙ୍କୁ ଏଥିପାଇଁ ଆବେଦନ କରିବାକୁ ପଡ଼ିବ । ଅଗଷ୍ଟ ୧୬ରୁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୬ ଆବେଦନର ଅନ୍ତିମ ତାରିଖ ରହିଛି । ଚୁକ୍ତିଭିତ୍ତିକ ଭାବେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତିର ସର୍ତ୍ତାବଳୀ, ବୟସ, ଶିକ୍ଷାଗତ ଯୋଗ୍ୟତା, ବେତନ ବାବଦରେ ସବିଶେଷ ତଥ୍ୟ ଜାଣିବା ପାଇଁ ପ୍ରାର୍ଥୀମାନେ ଏମ୍ସର ଅଫିସିଆଲ ୱେବସାଇଟ https://aiimsbhubaneswar.nic.in/କୁ ପରିଦର୍ଶନ କରିପାରିବେ ।
Trending
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
Prev Post
Next Post