ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୫୭ (୫୬.୯୯) ପଏଣ୍ଟ କମି ୭୯,୬୪୯ (୭୯,୬୪୮.୯୨) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସଇ)ର ନିଫ୍ଟି-୫୦ରେ ମଧ୍ୟ ୨୦ (୨୦.୫୦) ପଏଣ୍ଟ ହ୍ରାସ ଘଟି ୨୪,୩୪୭(୨୪,୩୪୭.୦୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି