ବ୍ରହ୍ମପୁର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ ସହ ତେଲ ଟ୍ୟାଙ୍କର ଧକ୍କା ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ୨୦ରୁ ଅଧିକ ଆହତ। ଯାତ୍ରୀବାହୀ ବସ୍ଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କରଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭର ଟେକ୍ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।ତେଲ ଟ୍ୟାଙ୍କରଟି ଦୁର୍ଘଟଣା ପରେ ରାସ୍ତାକଡ ନିକଟରେ ଥିବା ଏକ ଚା ଦୋକାନ ଉପରକୁ ମାଡି ଯାଇଥିଲେ। ଦୁର୍ଘଟଣା ପରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post