ବିଧାନସଭାରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ। ଏହାସହ ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ ହେବ ବୋଲି ମନ୍ତ୍ରୀ କହିଛନ୍ତି।ବିଧାନସଭାରେ ଆଜି ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ଉପରେ ବିଜେଡି ବିଧାୟକ ଚଢିବାକୁ ଉଦ୍ୟମ କରିଥିଲେ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post