ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ