ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ।ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା। ଆଳୁ ମିଶନକୁ ନିଜ ସରକାରକୁ ବଞ୍ଚାଇବାକୁ କରିଥିଲେ। ଚାଷୀ ବଞ୍ଚାଇବା କାର୍ଯ୍ୟକ୍ରମ ପୂର୍ବ ସରକାର କରି ନ ଥିଲେ। ଏବେ ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆଳୁ ଆସିଛି। ଆଉ ଏବେ ଆଳୁ ସମସ୍ୟା ସମାଧାନ ହୋଇଛି।ଭଲ କିସମର ଆଳୁ ଗବେଷଣା କରିବାକୁ OUATକୁ ମୁଖ୍ୟମନ୍ତ୍ରୀ ଆହ୍ବନ କରିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post