ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଶୀଘ୍ର ଭଲ ଖବର ମିଳିବାକୁ ଯାଉଛି । ବାସ୍ତବରେ ଷ୍ଟାଫ୍ ସିଲେକସନ କମିଶନ (ଏସଏସସି) ଖୁବ୍ ଶୀଘ୍ର ଖାଲି ପଦବୀ ପାଇଁ ବିଜ୍ଞପ୍ତି ବାହାର କରିବାକୁ ଯାଉଛି, ଯେଉଁଥିରେ ଆସାମ ରାଇଫଲ୍ସରେ ସିଏପିଏଫ, ଏନଆଇଏ, ଏସଏସଏଫ ରେ କନଷ୍ଟେବଳ (ଜିଡି) ଏବଂ ରାଇଫଲମ୍ୟାନ୍ (ଜିଡି) ନିଯୁକ୍ତ ହେବ ।ଏହା ସହ ଜଡିତ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀମାନେ ଏହାକୁ ଏସଏସସିର ଅଫିସିଆଲ୍ ୱେବସାଇଟ୍ ssc.gov.inରେ ଦେଖିପାରିବେ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ