ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନା ଗୋଟିଏ ବର୍ଷ ବୃଦ୍ଧି କରାଯାଇଛି। ଗୋଟିଏ ବର୍ଷ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଗଷ୍ଟ ୩୧ ତାରିଖରେ ସରୁଥିଲା ସ୍ୱାସ୍ଥ୍ୟବୀମା ଅବଧି। ତେବେ ପୂର୍ବ ବର୍ଷର ତାଲିକାକୁ ଚଳିତ ବର୍ଷରେ ଲାଗୁ କରିବା ପାଇଁ ନିଆଗଲା ନିଷ୍ପତ୍ତି।କିଛିଦିନ ତଳେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଲାଗୁ ହୋଇଥିବା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ନବୀକରଣର ଦାବି କରାଯାଇଥିଲା। ରାଜ୍ୟରୁ ପ୍ରକାଶ ପାଉଥିବା ସାପ୍ତାହିକ, ପାକ୍ଷିକ, ମାସିକ ସାମ୍ବାଦପତ୍ର (ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହ ଅନୁବନ୍ଧିତ) ଗୁଡ଼ିକର ସମସ୍ୟା ସହ ଅନେକ ବିଷୟରେ ଅଗଷ୍ଟ 25 ତାରିଖରେ ରାଜଭବନରେ ଏକ ୧୦ ଜଣିଆ ପ୍ରତିନିଧି ଦଳ ରାଜ୍ୟପାଳ ଶ୍ରୀ ଦାସଙ୍କୁ ଭେଟିବା ଅବସରରେ ଏହି ଦାବି ରଖିଥିଲେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post