ପାରାଲିମ୍ପିକ୍ସ ଇତିହାସରେ କପିଲ ଜୁଡୋରେ ପଦକ ଜିତିଥିବା ପ୍ରଥମ ଭାରତୀୟ । ବର୍ତ୍ତମାନ ୫ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ ଏବଂ ୧୧ଟି କାଂସ୍ୟ ପଦକ ସହ ଭାରତର ୧୪ତମ ସ୍ଥାନରେ ରହିଛି ।ଗୁରୁବାର ୨୪ ବର୍ଷୀୟ କପିଲ ପରମାର ପ୍ୟାରିସ୍ ପାରାଲିମ୍ପିକ୍ସ ଜୁଡୋ(J1) ବର୍ଗରେ ଦୃଷ୍ଟିବାଧିତ ହେବା ସତ୍ତ୍ୱେ ଭାରତ ପାଇଁ କାଂସ୍ୟ ପଦକ ଜିତିଛନ୍ତି । କ୍ୱାର୍ଟର ଫାଇନାଲରେ ସେ ଭେନେଜୁଏଲା କେ ମାର୍କୋ ଡେନିସ୍ ବ୍ଲାଙ୍କୋଙ୍କୁ ୧୦-୦ରେ ପରାସ୍ତ କରିଥିଲେ । କିନ୍ତୁ ସେମିଫାଇନାଲରେ ଇରାନର କେ.ଏସ୍ ବନିତାବା ଅବାଦୀ ୦-୧୦ରେ କପିଲଙ୍କୁ ପରାସ୍ତ କରିଥିଲେ । ୨୦୨୨ରେ ସେ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Next Post