ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୨ (୭୧.୭୭) ପଏଣ୍ଟ କମି ୮୨,୮୯୧ (୮୨,୮୯୦.୯୪) ଅଙ୍କରେ କାରବାର ବନ୍ଦ କରିଥିଲା।ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୨ (୩୨.୪୦) ପଏଣ୍ଟ ହ୍ରାସ ଘଟି ୨୫,୩୫୬ (୨୫,୩୫୬.୫୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post