ଆଜିଠାରୁ ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍ଆଇ ଓ ବିଶେଷଜ୍ଞ ଟିମ୍ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍ ରତ୍ନଭଣ୍ଡାରରୁ ବାହାରିଥିଲେ। ଗୁପ୍ତ ରତ୍ନଭଣ୍ଡାର ଓ ଗୁପ୍ତ ସୁଡ଼ଙ୍ଗ ନେଇ ଯାଞ୍ଚ ଜାରି ରହିଛି। ଆଜିର ଯାଞ୍ଚ କାର୍ଯ୍ୟକ୍ରମ ଶେଷ ହୋଇଥିବା ବେଳେ ଆସନ୍ତାକାଲି ପୁଣି ଯାଞ୍ଚ ପ୍ରକ୍ରିୟା ଆଗକୁ ବଢ଼ିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶନିବାର ସନ୍ଧ୍ୟାରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post