କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଜାଣିପାରିଛନ୍ତି ଯେ ଆବଶ୍ୟକତାଠାରୁ ଅଧିକ ଥର ଏବଂ ପରିମାଣର ଚା’ ପିଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ।ଏହି ସର୍ଭେରୁ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଏଭଳି ଅଭ୍ୟାସ ଦ୍ୱାରା ବୁଦ୍ଧିମତ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। କାରଣ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କର ବୁଦ୍ଧିମତ୍ତାକୁ ତନ୍ନ ତନ୍ନ କରି ତର୍ଜମା କରିବା ପରେ ସେମାନେ ଏଭଳି ବିଷୟରେ ଜାଣିବାକୁ ପାଇଥିଲେ। କେବଳ ସେତିକି ନୁହେଁ, ଏଥିଯୋଗୁ ପେଟରେ ଅମ୍ଳ ବା ଏସିଡିଟି ବଢ଼ିଯାଇଥାଏ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post
Next Post