ଆଜିଠାରୁ ଓଡ଼ିଶା ପୋଲିସର କନଷ୍ଟେବଳ ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଅଫିସିଆଲ ୱେବସାଇଟରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଛୁକ ତଥା ଯୋଗ୍ୟ ପ୍ରାର୍ଥୀ ମାନେ ଓଡିଶା ପୋଲିସ ୱେବସାଇଟ https://odishapolice.gov.in/ ରେ ଅନଲାଇନ ମାଧ୍ୟମରେ ପଞ୍ଜିକରଣ ଓ ଆବେଦନ କରିପାରିବେ।ତେବେ ଓଡ଼ିଶା ପୋଲିସର ବିଭିନ୍ନ ବାଟାଲିୟନରେ ଖାଲିଥିବା ସିପାହୀ / କନଷ୍ଟେବଳ (1360 ପଦବୀ )ଏବଂ ଡିପିଓ କ୍ୟାଡର ରେ ଖାଲିଥିବା କନିଷ୍ଠ କିରାଣୀ (177 ପଦବୀ) ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଇଚ୍ଛୁକ ପ୍ରାର୍ଥୀମାନେ ସରକାରୀ ୱେବସାଇଟ ଭିଜିଟ୍ କରି ଶିକ୍ଷାଗତ ଯୋଗ୍ୟତା, ଯୋଗ୍ୟତା, ଚୟନ ପ୍ରକ୍ରିୟା, ବର୍ଗ ଜ୍ଞାନୀ ପଦବୀ, ପରୀକ୍ଷା ସିଲାବସ୍ ଏବଂ ଅନ୍ୟାନ୍ୟ ସମସ୍ତ ବିବରଣୀ ପାଇପାରିବେ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post