ଷ୍ଟକ୍ ବଜାର ଜରିଆରେ ଆୟ କରିବା ନେଇ ସଚେତନତା ବଢ଼ିବା ଓ ଲୋକମାନଙ୍କ ସ୍ମାର୍ଟଫୋନ୍ରେ ସହଜରେ ସେହି ସୁବିଧା ମିଳିବା ପରେ ବହୁ ଲୋକ ଟ୍ରେଡିଂରେ ଭାଗ ନେଉଛନ୍ତି। ଅଳ୍ପ ସମୟ ଭିତରେ ଅଧିକ ରୋଜଗାର କରିବା ଲୋଭରେ ରାଜ୍ୟର ହଜାର ହଜାର ଲୋକ ଫ୍ୟୁଚର୍ ଆଣ୍ଡ୍ ଅପ୍ସନ୍ସ (ଏଫ୍ ଆଣ୍ଡ୍ ଓ)ରେ ନିବେଶ କରି ବିପୁଳ କ୍ଷତି ସହିଛନ୍ତି। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ଏକ ରିପୋର୍ଟ ଅନୁଯାୟୀ ୨୦୨୩-୨୪ ଆର୍ଥିକ ବର୍ଷରେ ଏଫ୍ ଆଣ୍ଡ୍ ଓରେ ରାଜ୍ୟର ୧ ଲକ୍ଷ ୬୦ ହଜାରରୁ ଅଧିକ ଟ୍ରେଡର୍ ଅଂଶଗ୍ରହଣ କରିଥିଲେ। ସେହିବର୍ଷ ଓଡ଼ିଶା ଟ୍ରେଡର୍ଙ୍କ ହାରାହାରି ମୁଣ୍ଡପିଛା କ୍ଷତି ୯୯ ହଜାର ଟଙ୍କା ରହିଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post