ପ୍ରତିଦିନ କଲରା ଖାଇବା ଦ୍ୱାରା ଆପଣ ଅନେକ ରୋଗରୁ ଦୂରେଇ ରହିବେ । କଲରା ହେଉଛି ଭିଟାମିନର ଭଣ୍ଡାର । ପ୍ରତିଦିନ କଲରା ଖାଇବା ଦ୍ୱାରା ଆପଣ ଅନେକ ରୋଗରୁ ଦୂରେଇ ରହିବେ । କଲରାରେ ଜିଙ୍କ, ଭିଟାମିନ୍ ସି, ପୋଟାସିୟମ୍, ଆଇରନ୍ ଭଳି ଅନେକ ପୋଷକ ତତ୍ତ୍ୱ ରହିଥାଏ । ଏହି ସମସ୍ତ ପୋଷକ ତତ୍ତ୍ୱ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ।କଲରା ଖାଇବା ଦ୍ବାରା ଆମ ଶରୀରର ଅନେକ ଗୁଡିଏ ଫାଇଦା ମଧ୍ୟ ମିଳିଥାଏ । ଯେପରିକି କଲରା ଖାଇବା ଦ୍ବାରା ଆମ ଶରୀରରେ ରକ୍ତରେ ସର୍କରା ସ୍ତରକୁ କଣ୍ଟ୍ରୋଲ କରିବା, ରକ୍ତକୁ ସ୍ବଚ୍ଛ ରଖିବା , ଓଜନ ହ୍ରାସ କରିବା , କ୍ୟାନ୍ସରକୁ ପ୍ରତିହତ କରିବା , ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ଏବଂ ଆମ ତ୍ବଚା କୁ ସୁନ୍ଦର ଏବଂ ଉଜ୍ଜ୍ବଳମୟ କରିବା ଇତ୍ୟାଦି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post