ନ୍ୟାସନାଲ ବ୍ୟାଙ୍କ ଫର ଏଗ୍ରିକଲଚରାଲ ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ପକ୍ଷରୁ ଏକ ଭଲ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ୍-ସି ଅଫିସ୍ ଆଟେଣ୍ଡାଣ୍ଟ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ 108 ଟି ପଦବୀ ପୂରଣ ହେବ । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅକ୍ଟୋବର 2 ତାରିଖରୁ ନେଇ 21 ଅକ୍ଟୋବର ଯାଏଁ ଆବେଦନ କରିପାରିବେ । ଅଫିସିଆଲ୍ ୱେବସାଇଟ୍ www.nabard.org କୁ ଯାଇ ଆବେଦନ କରିପାରିବେ ।ଶିକ୍ଷାଗତ ଯୋଗ୍ୟତା- ଏହି ପଦବୀ ପାଇଁ ଆବେଦନ କରିବାକୁ ପ୍ରାର୍ଥୀ ଏକ ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ଦଶମ ଶ୍ରେଣୀ ପାସ୍ କରିବା ବାଧ୍ୟତାମୂଳକ ଅଟେ । ଯୁବପିଢିଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ବୋଲି କୁହାଯାଇପାରେ । ଯେଉଁମାନେ ସରକାରୀ କ୍ଷେତ୍ରରେ ଚାକିରି କରିବାକୁ ଚାହୁଁଛନ୍ତି ସେମାନେ 10ମ ପାସ କରିଥିବା ଦରକାର ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post