ଆରଆରବି ଏକ ବିଜ୍ଞପ୍ତି ଜାରି କରିଛି ଯେ, ଟେକ୍ନିସିଆନ ପଦବୀ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ୨ ଅକ୍ଟୋବର ୨୦୨୪ ରେ ପୁନଃ ଆରମ୍ଭ ହେବ ।ସରକାରୀ ବିଜ୍ଞପ୍ତି ଅନୁଯାୟୀ ପଞ୍ଜୀକରଣ ପ୍ରକ୍ରିୟା ଚଳିତ ବର୍ଷ ଅକ୍ଟୋବର ୧୬ ରେ ବନ୍ଦ ହେବ । ଆରଆରବି ନିକଟରେ ଘୋଷଣା କରିଥିଲା ଯେ, ଟେକ୍ନିସିଆନ ନିଯୁକ୍ତି ୨୦୨୪ ପାଇଁ ଆପ୍ଲିକେସନ ୱିଣ୍ଡୋ ଶୀଘ୍ର ଖୋଲାଯିବ ।ଭାରତୀୟ ରେଳ ସେହି ପ୍ରାର୍ଥୀମାନଙ୍କୁ ଦ୍ୱିତୀୟ ସୁଯୋଗ ଦେଉଛି, ଯେଉଁମାନେ କୌଣସି କାରଣରୁ ଆରଆରବି ଟେକ୍ନିସିଆନ ନିଯୁକ୍ତି ୨୦୨୪ ପାଇଁ ଆବେଦନ କରିପାରିନଥିଲେ । rrbapply.gov.inରେ ୧୫ ଦିନିଆ ୱିଣ୍ଡୋ ସମୟରେ ଯୁବକମାନେ ସେମାନଙ୍କର ଫର୍ମ ଜମା କରିବାର ଆଉ ଏକ ସୁଯୋଗ ପାଇବେ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post