ଷ୍ଟକ୍ ବଜାରରେ ମାନ୍ଦା କାରବାର ପ୍ରଭାବ ଭାରତର ଦୁଇ ଷ୍ଟକ୍ ବଜାର ଉପରେ ଆଜି ପଡ଼ିଥିଲା। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୨୭୨ ପଏଣ୍ଟ ହ୍ରାସ ପାଇ ୮୪,୨୯୯ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୩୬୮ ପଏଣ୍ଟ ହ୍ରାସ ପାଇ ୨୫୮୧୦ ପଏଣ୍ଟରେ ବନ୍ଦ ହୋଇଛି। ସେନ୍ସେକ୍ସରେ ଘଟିଥିବା ହ୍ରାସ ପ୍ରଭାବରେ ନିବେଶକମାନେ ପ୍ରାୟ ୩.୫ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ବମ୍ବେ ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା ସମସ୍ତ କମ୍ପାନିର ମୋଟ ବଜାର ପୁଞ୍ଜି ପରିମାଣ ୪,୭୭,୯୩,୦୨୨ କୋଟି ଟଙ୍କାକୁ ହ୍ରାସ ପାଇଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post