ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି ପିଣ୍ଡଦାନ କରୁଛନ୍ତି। ଆଜି ପିତୃ ପକ୍ଷର ଶେଷ ଦିନ ହୋଇଥିବାରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବଳ ଗରମ ଯୋଗୁ ପିଣ୍ଡଦାନ ସ୍ଥଳୀକୁ ଟେଣ୍ଡର ବ୍ୟବସ୍ଥା କରାଯାଇଥିବା ବେଳେ ପାନୀୟ ଜଳ ଓ ପୁଲିସ ସୁରକ୍ଷାର ବ୍ୟବସ୍ଥା କରାଯାଇଛି।ସେହିପରି ଶ୍ରୀମନ୍ଦିର ରେ ମଧ୍ୟ ମହାଳୟା ଶ୍ରାଦ୍ଧ ପାଇଁ ଭିଡ ଦେଖିବାକୁ ମିଳିଛି |
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା